ଛେଣ୍ଡିପଦା: ଅନୁଗୋଳରେ ବିଜେପିର ଜିଲ୍ଲାସ୍ତରୀୟ କର୍ମଶାଳା: ଗଣତନ୍ତ୍ର ସୁରକ୍ଷା ପାଇଁ ସଂକଳ୍ପ
ଅନୁଗୋଳ ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ଲୋକତନ୍ତ୍ର ବଞ୍ଚାଅ ଅରାଜକତା ହଟାଅ କାର୍ଯ୍ୟକ୍ରମ ଅନୁଷ୍ଠିତ। ଏଥିରେ ଜିଲ୍ଲା ସଭାପତି ଯଯାତି କେଶରୀ ପଟ୍ଟନାୟକ ଓ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ଯୋଗଦେଇ କାର୍ଯ୍ୟକର୍ତ୍ତାଙ୍କୁ ମାର୍ଗଦର୍ଶନ ଦେଇଛନ୍ତି।