Public App Logo
Jansamasya
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews
Karnataka
No video available

କଟକ ପୌରାଞ୍ଚଳ: ରେଭେନ୍ସା ବାଳିକା ବିଦ୍ୟାଳୟ ପରିଦର୍ଶନ କରିବା ସହ ଉନ୍ନତିକରଣ ନିମନ୍ତେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଓ ସାଂସଦ

ରେଭେନ୍ସା ବାଳିକା ବିଦ୍ୟାଳୟକୁ ଶନିବାର ଅପରାହ୍ନ ରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସଂସଦ ଭର୍ତ୍ତୃହରି ମହତାବ ପରିଦର୍ଶନ କରିଛନ୍ତି। ବିଦ୍ୟାଳୟର ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ ଏହି ଶିକ୍ଷାନୁଷ୍ଠାନର ଐତିହାସିକ ପୃଷ୍ଠଭୂମି ଓ ସ୍ଥାପତ୍ୟକୁ ଦୃଷ୍ଟିରେ ରଖି ବିଦ୍ୟାଳୟର ଭବନ, ଶ୍ରେଣୀଗୃହ, ଛାତ୍ରୀ ନିବାସ ଏବଂ ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ ପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ କଟକ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

MORE NEWS

କଟକ ପୌରାଞ୍ଚଳ: ରେଭେନ୍ସା ବାଳିକା ବିଦ୍ୟାଳୟ ପରିଦର୍ଶନ କରିବା ସହ ଉନ୍ନତିକରଣ ନିମନ୍ତେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଓ ସାଂସଦ - Cuttack M Corp PS News