ଆଜି ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅଧୀନରେ ତମାଖୁ ମୁକ୍ତ ଯୁବକ ଅଭିଯାନ “3.0” ନିମନ୍ତେ ଏକ ଜିଲ୍ଲା ସ୍ତରୀୟ ସମନ୍ବୟ ସଭା ଆଜି ଆଭାସୀ ମାଧ୍ୟମରେ ଆୟୋଜିତ ହୋଇଥିଲା ।ଉକ୍ତ ବୈଠକ ରେ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଙ୍କ ଅଧ୍ୟକ୍ଷତା ରେ ଆଭାସୀ ମାଧ୍ୟମରେ ହୋଇଯାଇଛି । ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତମାଖୁ ମୁକ୍ତ ଯୁବକ ଅଭିଯାନ ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖ ରୁ ଆରମ୍ଭ ହୋଇଯାଇଛି, ଯାହା ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଯୁବ ସମାଜଙ୍କ ମଧ୍ୟରେ ତମାକୁ ବ୍ୟବହା