Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ପଟ୍ଟାଙ୍ଗୀ: ଚାଟୁଆ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Pottangi, Koraput | Dec 1, 2025
ଆଜି ପୂର୍ବାହ୍ନ ରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନନ୍ଦପୁର ବ୍ଲକର ଚାଟୁଆ ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରାମପଞ୍ଚାୟତ ସ୍ତରୀୟ ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ 16 ଟି ସାମୁହିକ ଓ ଗୋଟିଏ ବ୍ୟକ୍ତିଗତ ଅଭିଯୋଗ ଶୁଣାଣି ହୋଇଥିବା ବ୍ଲକ କାର୍ଯ୍ୟାଳୟ ତରଫରୁ ଦିନ ୩ଟା ସମୟରେ ସୂଚନା।

MORE NEWS