ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନ୍ଧୁଗାଁ ବ୍ଲକର ବନ୍ଧୁଗାଁ ସରକାରୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କୋରାପୁଟ ଜିଲ୍ଲା ପରିଷଦ ଅଧ୍ଯକ୍ଷା ସସ୍ମିତା ମେଲକା,ବ୍ଲକ ଚେୟାରମ୍ୟାନ ଲକ୍ଷ୍ମୀମାଣିଆକା,ବିଡିଓ ମିନତି ଜଗଦେବଙ୍କ ସହ ବିଦ୍ୟାଳୟ ଶିକ୍ଷକଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।