Public App Logo
Jansamasya
Delhi
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
Trending
���िवाद
No video available

କେନ୍ଦୁଝର ସହର: କାଶିପୁର ନିକଟରେ ଫଳ ଦୋକାନ ଉପରକୁ ମାଡ଼ିଗଲା ବାଇକ, ଚାଳକ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କାଶିପୁର ନିକଟ ରାସ୍ତା କଡ଼ରେ ଏକ ଫଳ ଦୋକାନକୁ ଶନିବାର ଅପରାହ୍ନ ପ୍ରାୟ ୪.୩୦ ମିନିଟ ସମୟରେ ଏକ ବାଇକ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ବାଇକ ଆରୋହୀ ଜଣକ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଦୋକାନରେ ଥିବା ଫଳ ଗୁଡ଼ିକ ନଷ୍ଟ ହୋଇଥିବା ବେଳେ ଦୋକାନୀ ଜଣକ ଅଳ୍ପକେ ବର୍ତ୍ତି ଯାଇଥିଲେ।

MORE NEWS