Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

ବୌଦ୍ଧ ସଦର: ଭେଜିଗୋରା ଓ ଲୋକାପଡା ବିଦ୍ୟାଳୟ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ର ଭିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ସିମିଲିପଦର ପଂଚାୟତ ଲୋକାପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ହରଭଙ୍ଗା ବ୍ଲକ ର ଭେଜିଗୋରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିର୍ତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଭିଡିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଛି । ସମଗ୍ର ରାଜ୍ୟରେ ୧୧୮ଟି ଗୋଦାବରୀ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିର୍ତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କ କରକମଳରେ ବୌଦ୍ଧ ଜିଲ୍ଳାର ୨ଟି ବିଦ୍ୟାଳୟ ସ୍ଥାନ ପାଇଛି ସେ ମଧ୍ୟରୁ କଣ୍ଟାମାଲ ବ୍ଲକ ଲୋକାପଡା ବିଦ୍ୟାଳୟ ଓ ଅନ୍ୟଟି ଭେଜିଗୋରା ସ୍କୁଲ ରହିଛି