ରେଢ଼ାଖୋଲ ପ୍ରେସ କ୍ଲବ୍ ଠାରେ ଯୁବ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ବିୟୋଗରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ lସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ପ୍ରେସ କ୍ଲବ୍ ସଭାପତି ଯୁବ ସାମ୍ବାଦିକ ରମାକାନ୍ତ ମହାନନ୍ଦ ଗତକାଲି ଖବର ସଂଗ୍ରହ କରି ଯାଉଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଦେହାନ୍ତ ହୋଇଯାଇଛନ୍ତି। ଏଥିରେ ରେଢ଼ାଖୋଲ ଅଞ୍ଚଳରେ ଶୋକରେ ଛାୟା ଖେଳିଯାଇଛି। ମଙ୍ଗଳବାର ଦିନ ରେଢ଼ାଖୋଲ ପ୍ରେସ କ୍ଲବ୍ ଠାରେ ପ୍ରେସ କ୍ଲବ୍ ପକ୍ଷରୁ ସମ୍ପାଦକ ତପନ କୁମାର ବିଶ୍ବାଳ ଙ୍କ ଅଧ୍ୟକ୍ଷତାରେ ଏକ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଥମେ ତାଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅ