ନବରଙ୍ଗପୁର ପୋଲିସ ଷ୍ଟେସନ: ଆସନ୍ତା ୨ ଦିନ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡଘଡି ସମ୍ଭାବନାକୁ ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Nabarangapur PS, Nabarangpur | Aug 24, 2025
୨୫ ଓ ୨୬ ତାରିଖରେ ନବରଙ୍ଗପୁର ଜିଲ୍ଲାରେ ଘଡଘଡି ବିଜୁଳି ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।...