ଅନୁଗୋଳ: ଜିଲ୍ଲାରେ ଆସନ୍ତା ଶନିବାର ଦିନ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି
Anugul, Angul | May 30, 2025 ମିଳିଥିବା ଖବର ଅନୁସାରେ ଅନୁଗୋଳ ଜିଲ୍ଲାରେ ଆସନ୍ତା ଶନିବାର ଦିନ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା ଶନିବାର ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।