କଟକ ସଦର: ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା
ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ପଣ୍ଡାଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କଲେ ଓଡ଼ିଶା ହାଇକୋର୍ଟ। କେସ୍ ଡାଏରୀ ଦାଖଲ ପାଇଁ ନିର୍ଦ୍ଦେଶ, ଆସନ୍ତା ସପ୍ତାହରେ ପରବର୍ତ୍ତୀ ଶୁଣାଣି।