Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଦେବଗଡ: ଟିପିଡବ୍ଲୁଓଡିଏଲ କାର୍ଯ୍ୟାଳୟରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର, ଯୋଗଦେଲେ ଏଡିଏମ

ଦେବଗଡ ଟିପିଡବ୍ଲୁଓଡିଏଲ କାର୍ଯ୍ୟାଳୟରେ ଆଜି ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଟିପିଡବ୍ଲୁଓଡିଏଲ ପକ୍ଷରୁ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଂଚଳରୁ ଆସିଥିବା ୧୨୫ ଜଣ ହିତାଧିକାରୀ ମାଗଣାରେ ଚକ୍ଷୁ ପରୀକ୍ଷା କରାଇଥିଲେ ।ଏଥିସହ ଡାକ୍ତରଙ୍କ ପରାମର୍ଶ କ୍ରମେ ୩୦ ଜଣଙ୍କୁ ମାଗଣାରେ ଚଷମା ପ୍ରଦାନ କରାଯାଇଥିଲା । ଦେବଗଡ ଡିଭିଜନର ନିର୍ବାହୀ ଯନ୍ତ୍ରୀ ରାଜୁ ସାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଉଦଘାଟନ କରିଥିଲେ ।

MORE NEWS