ଧର୍ମଗଡ: ଧର୍ମଗଡ଼ ରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଧର୍ମଗଡ଼ ଉତ୍ସବ ପଡିଆରେ ମାଁ ଭଣ୍ଡାରଘରଣୀ ଫୁଟବଲ କ୍ଲବ ଆନୁକୂଲ୍ୟରେ ଆୟୋଜିତ ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଥିଲା। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜଗନ୍ନାଥ ସେବା ସମିତି ର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ ,ସମ୍ମାନୀତ ଅତିଥି ଭାବେ ବରିଷ୍ଠ ବିଜେପି ନେତା ଲକ୍ଷ୍ମୀକାନ୍ତ ବାଗ ,ପୂର୍ବତନ ଏନଏସି ଅଧ୍ୟକ୍ଷା ସୁଶ୍ରୀ ହୀରା ବାଗ ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇଥିଲେ।