ଲାଞ୍ଜିଗଡ: ଭଟାଙ୍ଗ ପଦରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ।
ଛାତ୍ରଛାତ୍ରୀ ମାନଙ୍କ ଅନ୍ତର୍ନିହିତ ଗୁଣାବଳି ବିକାଶ ର ବା ଲୁଚି ରହି ଥିବା ପ୍ରତିଭା କୁ ସାରା ଓଡିଶା ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଉଥିବା ବେଳେ ଏହି କ୍ରମରେ ଆଜି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଭଟାଙ୍ଗପଦର ପନ୍ଚାୟତ ଅନ୍ତର୍ଗତ ଭଟାଙ୍ଗ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମନୋଜ କୁମାର ସାହୁ,ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର।