Public App Logo
Jansamasya
National
Haryana
Pmmsy
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat

ଦେବଗଡ: ପୌରାଂଚଳରେ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଏକତା ଦୌଡ, ଜିଲ୍ଲାପାଳ ଓ ଏସ୍‌ପିଙ୍କ ସହିତ ଦୌଡିଲେ ଶତାଧିକ ଲୋକ

ଦେବଗଡ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଦେବଗଡ ପୌରାଂଚଳରେ ଆଜି ସକାଳୁ ଏକତା ଦୌଡ ଅନୁଷ୍ଠିତ ହୋଇଥିଲା । ରାଷ୍ଟ୍ରୀୟ ଏକତାର ଆହ୍ୱାନ ଦେଇ ଦେବଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରୁ ଇଣ୍ଡୋର ଷ୍ଟାଡିୟମ ପର୍ଯ୍ୟନ୍ତ ଏକତା ଦୌଡ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ରଙ୍କ ସହିତ ଶତାଧିକ ଲୋକ ଦୌଡରେ ସାମିଲ ହୋଇ ଥିଲେ।

MORE NEWS