Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ,୪ଗିରଫ

Baleshwar M, Balasore | Dec 9, 2025
ବାଲେଶ୍ଵର ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ବିପୁଳ ପରିମାଣର ମଦ ଜବତ ସହ ୪ଜଣଙ୍କୁ ଗିରଫ କରାଯାଇଛି। ଉକ୍ତ ଅଭିଯୁକ୍ତଙ୍କ ଡ଼ାକ୍ତରୀ ପରୀକ୍ଷା ପରେ ମଙ୍ଗଳବାର ଅପରାହ୍ନ ୩:୩୦ରେ କୋର୍ଟ ଚାଲାଣ କରାଯାଇଛି।
ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ,୪ଗିରଫ - Baleshwar M News