ବାରିପଦା ମ୍ୟୁନିସିପାଲଟି: ବିଭିନ୍ନ ଦାବି ନେଇ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଘେରାଉ କଲା ଭଞ୍ଜସେନା
Baripada M, Mayurbhanj | Aug 19, 2025
ବିଭିନ୍ନ ଦାବିନେଇ ମୟୂରଭଞ୍ଜ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଅଫିସକୁ ମଙ୍ଗଳବାର ଦିନ ପ୍ରାୟ ୧୨ଟାରେ ଉଭୟ ଅଫିସ...