Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଦେବଗଡ: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରାଷ୍ଟୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା

ଦେବଗଡ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ମହିଳା ଶିଶୁ ବିକାଶ ବିଭାଗ ଆନୁକୁଲ୍ୟରେ ଗତ ଏକ ମାସ ଧରି ରାଷ୍ଟୀୟ ପୋଷ୍ୟ ସନ୍ତାନ ଗ୍ରହଣ ମାସ ପାଳିତ ହୋଇଛି ଓ ଜିଲ୍ଲାପାଳ କବିନ୍ଦ୍ର ସାହୁ ଓ ଆରକ୍ଷୀ ଅଧିକ୍ଷକ ଅନିଲ ମିଶ୍ର ସବୁଜ ପତାକା ଦେଖାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥର ଶୁଭାରମ୍ଭ କରିଥିଲେ ଓ ଏହି ସଚେତନତା ରଥ ବିଭିନ୍ନ ଗ୍ରାମ ଓ ପଞ୍ଚାୟତକୁ ଯାଇ ପୋଷ୍ୟ ସନ୍ତାନ ଗ୍ରହଣ ନିୟମାବଳୀ ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲା ।

MORE NEWS