କୋରାପୁଟ ସହର: ୧୦ ତାରିଖ ସୋମବାର କୁନ୍ଦୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହେବା ନେଇ ସୂଚନା
କୋରାପୁଟ ଜିଲ୍ଲାରେ ଆସନ୍ତା ୧୦ ତାରିଖ ସୋମବାର କୁନ୍ଦୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହେବା ନେଇ ଆଜି ସନ୍ଧ୍ୟା ୫ଘଣ୍ଟା ସମୟରେ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଜିଲ୍ଲା ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିରରେ ଜିଲ୍ଲାପାଳ ଓ ଏସପି ଏବଂ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବା ନେଇ ସୂଚନା ଦିଆଯାଇଛି।