ଚମ୍ପୁଆ: ଢେଙ୍କିକୋଟର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ କେନ୍ଦୁଝର ସାଂସଦ
କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଢେଙ୍କିକୋଟ ଡାକବଙ୍ଗଳାଠାରେ ସାଂସଦ ଓ ବୁଦ୍ଧିଜୀବୀଙ୍କ ମଧ୍ୟରେ ଗଠନମୂଳକ ଆଲୋଚନା ହୋଇଛି। ଅଞ୍ଚଳର ରାସ୍ତାଘାଟ, ସ୍ୱାସ୍ଥ୍ୟସେବା, ପାନୀୟ ଜଳ ଓ ମୌଳିକ ଭିତ୍ତିଭୂମିର ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି।