Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଦେବଗଡ: ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ରରେ ପୋଷଣ ମାସ ଶୁଭାରମ୍ଭ

ଦେବଗଡ଼ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ରରେ ପୋଷଣ ମାସ ଆଜି ଠାରୁ ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ସମସ୍ତ ଅଙ୍ଗନୱାଡି କେନ୍ଦ୍ରରେ ଆଜି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ନିର୍ଦ୍ଦେଶ ଅନୁଯାୟୀ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୬ ପର‌୍ୟ୍ୟନ୍ତ ପୋଷଣ ମାସ ଅନ୍ତର୍ଗତ ବିଭିନ୍ନ କାର‌୍ୟ୍ୟକ୍ରମ କରାଯିବ । ଦେବଗଡ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣୀ ସୁରତୀ ପ୍ରଧାନଙ୍କ ତତ୍ତ୍ଵାବଧାନରେ ଆଜି ୮୦୦ ଅଙ୍ଗନୱାଡ଼ି କେନ୍ଦ୍ରରେ ଶୁଭାରମ୍ଭ କରାଯାଇଛି।

MORE NEWS