ଧର୍ମଗଡ ବ୍ଲକ ପିଏମଶ୍ରୀ ସରକାରୀ ଅନନ୍ତ ପ୍ରସାଦ ଦାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବିଦ୍ୟାଳୟ ସ୍ତରୀୟ ପି ଏମ ଶ୍ରୀ ଉତ୍ସବ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି।ଉଭୟ ଉଦଘାଟନୀ ଓ ଉଦଯାପନୀ କାର୍ଯ୍ୟକ୍ରମ ରେ ଧର୍ମଗଡ ବିଧାୟକ, ଧର୍ମଗଡ ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ଧର୍ମଗଡ ବିଡ଼ିଓ, ତହସିଲଦାର ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇଥିଲେ।