ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିରେ ଯାତ୍ରୀ ବିଶ୍ରାମାଗାର ଓ ଶୌଚାଳୟ ପାଇଁ ଦାବି
ପାରଳାଖେମୁଣ୍ଡି ସହରର ପୁରୁଣାପାଟଣା ରାସ୍ତା ଛକରେ ଯାତ୍ରୀ ବିଶ୍ରାମାଗାର ଓ ବାୟୋ ଟଏଲେଟ୍ ନିର୍ମାଣ ପାଇଁ ଦୀର୍ଘ ଦିନରୁ ଦାବି ହୋଇଆସୁଛି। ସୁବିଧା ନଥିବାରୁ ଜନସାଧାରଣ ଓ ମହିଳାମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।