ଅନୁଗୋଳ: ପବିତ୍ରନଗର ଠାରୁ ଡେରାଗୋଳା ପର୍ଯ୍ୟନ୍ତ ରାସ୍ତାର ଭିତ୍ତି ପ୍ରସ୍ଥର ଓ ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗ ଦେଲେ ପାଳଲହଡା ବିଧାୟକ
Anugul, Angul | Sep 15, 2025 ଅନୁଗୋଳ ଜିଲ୍ଲା ପାଳଲହଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡେରାଗୋଳା ପର୍ଯ୍ୟନ୍ତ ରାସ୍ତାର ଭିତ୍ତି ପ୍ରସ୍ଥର ଓ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଧାୟକ ଅଶୋକ ମହାନ୍ତି ଯୋଗ ଦେଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ବହୁତ ବିଜେପି ନେତା ଯୋଗ ଦେଇଥିଲେ।