Public App Logo
Jansamasya
National
Bihar
Madhya_pradesh
Indianrailways
Kalpanachawla
New_delhi
Chandigarh
South_delhi
Shahdara
Beattheheat
North_east_delhi
Nagaland
East_delhi
North_delhi
West_delhi
Notoadulteration
Bipinrawat
Railone
North_west_delhi
���िश्व_जल_दिवस
Thodadhyanse
Educationforall
Cds
Worldwaterday
Chaitranavratri
Railsafety
Smartrailyatri
Indianrailway
Railinfra4jharkhand

ତଲସରା: ଗରଗଡବାହାଲ ତ୍ରୀଦିବସୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ

Talasara, Sundargarh | Dec 21, 2025
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ଗରଗଡବାହାଲ ଗ୍ରାମ ରେ ଅନୁଷ୍ଠିତ ତ୍ରିଦିବସୀୟ ଫୁଟବଲ ପ୍ରତିଯୋଗିତା ଆଜି ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ।