ପୁରୀ ମ୍ୟୁନିସିପାଲଟି: ଖୁବ ଶୀଘ୍ର ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ, ସିଂହଦ୍ୱାର ଠାରେ ପ୍ରତିକ୍ରିୟା ରଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
Puri M, Puri | Aug 22, 2025
ଖୁବଶୀଘ୍ର ପୁରୀ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ପରେ ପ୍ରଥମ ବୈଠକରେ ହୁଣ୍ଡି ସ୍ଥାନାନ୍ତରଣ ନେଇ...