କାମାକ୍ଷାନଗର: ଅନନ୍ତପୁର ରାଧାକୃଷ୍ଣ ମନ୍ଦିରରୁ ଚୋରୀ ,ଶନିବାର ୯ଟାରେ ପୋଲିସ କଲା ତଦନ୍ତ
ଅନନ୍ତପୁର ରାଧାକୃଷ୍ଣ ମନ୍ଦିରରୁ ଚୋରୀ ,ଶନିବାର ୯ଟାରେ ପୋଲିସ କଲା ତଦନ୍ତ ।ଢେଙ୍କାନାଳ ଜିଲା କାମାକ୍ଷାନଗର ସହର ମଧ୍ୟରେ ଥିବା ଅନନ୍ତପୁର ରାଧାକୃଷ୍ଣ ମନ୍ଦିରରୁ ଗତକାଲି ବିଳମ୍ବିତ ରାତିରେ ହୋଇଛି ଚୋରୀ ଯାହାକୁ ନେଇ ଅଭିଯୋଗ ହେଲାପରେ ଶନିବାର ପୋଲିସ ପହଂଚି ତଦନ୍ତ କରିବା ସହିତ ସିସି ଟିଭି ଯାଞ୍ଚ କରିଛନ୍ତି ।