ଝାରସୁଗୁଡା: ଖଡ଼ରାପଡ଼ା ପାଇଁ ଖୁସି ଖବର: ନୂଆ ପକ୍କା ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ
ଝାରସୁଗୁଡ଼ା କୋଲାବିରା ବ୍ଲକର ଖଡ଼ରାପଡ଼ା ଗ୍ରାମରେ ପକ୍କା ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଏହି ରାସ୍ତା ନିର୍ମାଣ ହେବ, ଯାହା ଦ୍ୱାରା ଅଞ୍ଚଳବାସୀଙ୍କ ଦୀର୍ଘଦିନର ଯାତାୟାତ ସମସ୍ୟା ଦୂର ହେବ।