ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ସୋରିସିଆପଦା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସହୀଦ ବୀର ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଆଜି ତା୧୫।୧୧।୨୦୨୫ ରିଖ ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ପ୍ରଦୀପ କୁମାର ରାଉତ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ବୀର ବୀର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସମିତି ସଭ୍ୟା ଦଶମା କାଲୁଣ୍ଡିଆ, ଏବଂ ସ୍ଥାନୀୟ ଅଂଚଳ ର ସମସ୍ତ ଆଦିବାସୀ ନେତ୍ରୃ ମଣ୍ଡଳୀ ଯୋଗଦେଇ ଥିଲେ।