ବିଷମକଟକ: ମୁନିଗୁଡ଼ା ଆମ୍ବଦଲାରେ ବିଜେଡିର ବିଶାଳ ପଦଯାତ୍ରା
ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ୍ ଆମ୍ବଦଲାରେ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି। ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟକ୍ରମ ହୋଇଥିବା ବେଳେ ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏହି ପଦଯାତ୍ରା ଚାଲିବ।