ଜଟଣୀ ତରାବୋଇରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଲେ ଶତାଧିକ ସମାଜସେବୀ | ଏହି କାର୍ଯ୍ୟକ୍ରମ ଆଜି ଅପରାହ୍ନ 5 ଘଣ୍ଟିକା ସମୟରେ ଶେଷ ହୋଇଥିଲା |