Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଭୋଗରାଇ: ମହେଶପୁର ରେ ପାଣି ପାଇପ ଫାଟି ବାହାରୁଚି ପାଣି, ସ୍ଥିତି ଅନୁଧ୍ୟାନ କଲେ ଭୋଗରାଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ

Bhograi, Balasore | Dec 12, 2025
ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ମହେଶପୁର ପଞ୍ଚାୟତରେ ପାଣି ପାଇପ ଫାଟି ପାଣି ବାହାରିବା ପରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ଖବର ପାଇ ଭୋଗରାଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ବିଭାଗୀୟ ଯନ୍ତ୍ରୀ ମାନେ ଘଟଣାସ୍ଥଳର ସ୍ଥିତି ଅନୁଧ୍ୟାନ କରିଛନ୍ତି ।