ଅନୁଗୋଳ ଜିଲ୍ଲା ଏନଟିପିସି ପୋଲିସ ପକ୍ଷରୁ ଗୁରୁବାର ଦିନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ହୋଇଛି। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ବକୃତା, ଚିତ୍ରାଙ୍କନ ଓ ଅନ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ଛାତ୍ର ଛାତ୍ରୀଙ୍କୁ ପୋଲିସ ପକ୍ଷରୁ ପୁରସ୍କାର ପ୍ରଦାନ କରା ଯାଇଥିଲା।