Public App Logo
Jansamasya
News
Bjp
National
Police
Bihar
कांग्रेस
मौत
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी
Crimenews
Kolkata
Aap

ନବରଙ୍ଗପୁର ପୋଲିସ ଷ୍ଟେସନ: ଅଞ୍ଚଳଗୁମା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ବାର୍ଷିକ କ୍ରୀଡା

ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି ଅନ୍ତର୍ଗତ ଅଞ୍ଚଳଗୁମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ସପ୍ତବିଂଶ ତମ ବାର୍ଷିକ କ୍ରୀଡା ସମାରୋହ ଦୁଇଦିନ ଧରି ମହା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନ ସମାରୋହ ରେ ତେନ୍ତୁଳିଖୁଣ୍ଟି ଓଡିଶା ଆଦର୍ଶ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ଶ୍ରୀ ଉମେଶ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶିଶୁ ମାନଙ୍କୁ ଶିକ୍ଷା ସହ କ୍ରୀଡା କୁ ମଧ୍ୟ ଗୁରୁତ୍ୱ ଦେବାକୁ କହିଥିଲେ ଏବଂ ଅଞ୍ଚଳଗୁମା ଶିଶୁ ମନ୍ଦିର ର ଛାତ୍ରମାନେ ବିଗତ ଦିନରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରି କୃତିତ୍ୱ ହାସଲ କରିଥିଲେ l
ନବରଙ୍ଗପୁର ପୋଲିସ ଷ୍ଟେସନ: ଅଞ୍ଚଳଗୁମା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ବାର୍ଷିକ କ୍ରୀଡା - Nabarangapur PS News