ବୁଧବାର ଦିନ ପ୍ରାୟ ୧୨ ଟାରେ ମୟୂରଭଞ୍ଜ ଜିଲ୍ଲାର ଖୁଣ୍ଟା ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧିକାରୀଙ୍କ ନେତୃତ୍ବରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଭାରତୀୟ ସମ୍ବିଧାନର ମୂଲ୍ୟବୋଧକୁ ସମ୍ମାନ ଜଣାଇବା ସହ ରାଷ୍ଟ୍ର ଗଠନ ଦିଗରେ ନିଜ କର୍ତ୍ତବ୍ୟ ନିଷ୍ଠାର ସହ ପାଳନ କରିବା ଏବଂ ଜନସାଧାରଣଙ୍କ ସେବାରେ ନିଜକୁ ସମର୍ପଣ କରିବା ପାଇଁ ସାମୂହିକ ଶପଥ ଗ୍ରହଣ କରିଛନ୍ତି।