Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବିଜେପି ରାଜ୍ୟ ସଭାପତି ନିର୍ବାଚନ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ରାଜଶ୍ଵ ମନ୍ତ୍ରୀ ସୁରେଶ ପୂଜାରୀ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ଆଶାୟୀ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଦଳର ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ତତ୍ତ୍ଵାବଧାନରେ ହେବ ଏହି ନିର୍ବାଚନ ପ୍ରକ୍ରିୟା । ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆଜି ଜାରି ରହିବ |

MORE NEWS