Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

ବୌଦ୍ଧ ସଦର: ମନୁପାଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ବୌଦ୍ଧ ବ୍ଳକ୍ ମନୁପାଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଳିତ ମହୋନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବ୍ଳକ୍ ପଞ୍ଚାୟତ ସମିତି ଉପାଧ୍ୟକ୍ଷl ଶ୍ରୀମତୀ ପାନେଶ୍ଵରି ଦେହୁରୀ ଯୋଗ ଦେଈ କ୍ରୀଡ଼ା ପତାକା ଉତ୍ତୋଳନ କରିଥିଲେ l ଏବଂ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ରହିଥିବା ର କ୍ରିଡ଼ା ର ବିକାଶ କିଭଳି ଭାବରେ ହୋଇପାରିବ ସେନେଇ ବକ୍ତବ୍ୟ ରଖିଥିଲେ