Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ମାଲକାନଗିରି : କଂଗ୍ରେସର ବରିଷ୍ଠ ନେତା, ଏଆଇସିସି ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଶ୍ରୀ ଜେଟ୍ଟି କୁସୁମ କୁମାର ମାଲକାନଗିରି ଗସ୍ତ କରି ଦଳର ସାଂଗଠନିକ ସ୍ଥିତିର ସମୀକ୍ଷା କରିଛନ୍ତି। ଏହାସହ ଆଗାମୀ ପଞ୍ଚାୟତ ଓ ସ୍ଥାନୀୟ ନିକାୟ ନିର୍ବାଚନ ଏବଂ ୨୦୨୯ ସାଧାରଣ ନିର୍ବାଚନ ପାଇଁ ଦଳ ଏକ ସ୍ୱତନ୍ତ୍ର ରୋଡ୍‌ମ୍ୟାପ୍ ପ୍ରସ୍ତୁତ କରୁଥିବା ସେ ସୂଚନା ଦେଇଛନ୍ତି। ​ #Malkangiri

MORE NEWS