Public App Logo
Jansamasya
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Crimenews
Bareilly
Bcci
Agra
Breaking
Aimim
Railway
Bsf
Fatehpur
Kanganaranaut
Meerut
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପୂର୍ବତନ ବିଧାୟକ ସ୍ବର୍ଗତଃ ବିଜୟ ମହାନ୍ତିଙ୍କୁ ବିଧାନସଭା ପରିସରରେ ଦିଆଗଲା ଗାର୍ଡ ଅଫ ଅର୍ନର

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କୁ ବିଧାନସଭାରେ ଦିଆଗଲା ଗାର୍ଡ ଅଫ ଅର୍ନର | ବିଧାୟକ, ମନ୍ତ୍ରୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଧାନସଭାରେ ବିଜୟଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି | ସୂଚନା ଅନୁସାରେ ଆରପାରିରେ ଭୁବନେଶ୍ୱର ମଧ୍ୟ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । 60 ବର୍ଷ ବୟସରେ ବିଜୟ ମହାନ୍ତିଙ୍କ ଦେହାନ୍ତ ହୋଇଛି ।ସେ ବିଜୟ ମହାନ୍ତି ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ବିଜେଡି ଟିକେଟରେ ଦୁଇଥର ବିଧାୟକ ହୋଇଥିଲେ । ଏଥିସହ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ ଓ ୨୦୧୪ ନିର୍ବାଚନରେ ବିଜୟୀ ହୋଇଥିଲେ ।

MORE NEWS