ଜୟପୁର: ଦେଶୀ ମଦ ଚାଲାଣ ବେଳେ ଘାଟବାଗ୍ରାରେ ଜୟପୁର ଅବକାରୀ ଥାନାର ଚଢ଼ାଉ, ଜଣେ ଗିରଫ
ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଚଢାଉ କରି ଜଣେ ମହିଳା ଅଭିଯୁକ୍ତ କୁ ଗିରଫ କରିଛି । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ଘାଟବାଗ୍ରାରେ ଅବକାରି ଥାନା ଚଢାଉ କରି ୮ ଲିଟର ଦେଶି ମଦ ଜବତ କରିଛି । ଗିରଫ ଅଭିଯୁକ୍ତ କୁ ଆଜି ଅପରାହ୍ନ ୨ଟାରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ହିରଣ ସୁବ୍ରତ ସୁଚନା ଦେଇଛନ୍ତି ।