ଗୋପାଳପୁର: ରଙ୍ଗେଇଲୁଣ୍ଡା ବ୍ଲକରେ ଅନୁଷ୍ଠିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା
ଗୋପାଳପୁର ବିଧାୟକ ତଥା ଖଣି ଇସ୍ପାତ ମନ୍ତ୍ରୀ ବିଭୁତି ଭୁଷଣ ଜେନା ରଙ୍ଗେଇଲୁଣ୍ଡା ବ୍ଲକ ରେ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଯୋଗଦେଇଛନ୍ତି l