ଅନୁଗୋଳ: ବନ୍ତଳା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ହେଉଥିବା କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରତିକ୍ରିୟା ରଖିଲେ ସିଡିଏମଓ
Anugul, Angul | Sep 17, 2025 ଅନୁଗୋଳ ଜିଲ୍ଲା ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ମହିଳା ସୁସ୍ଥ ନାରୀ ସସକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଅନୁଗୋଳ ଜିଲ୍ଲାପାଳ, ଢ଼େଙ୍କାନାଳ ସାଂସଦ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚିକିତ୍ସାଧିକାରୀ, ପବିତ୍ର ମୋହନ ପ୍ରଧାନ ମେଡିକାଲର ଡାକ୍ତରଙ୍କ ସମେତ ଅଙ୍ଗନୱାଡି କର୍ମୀ ମାନେ ଯୋଗ ଦେଇଥିଲେ।