ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମନମୋହନ ପଡ଼ିଆଠାରେ ସଫେଇ କାର୍ଯ୍ୟ ଅନୁଷ୍ଠିତ ହୋଇଛି। ସ୍ୱଚ୍ଛ ଓ ସୁନ୍ଦର ସହର ଗଠନ ପାଇଁ ସମସ୍ତଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦିଆଯାଇଛି।