ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ: ଆସନ୍ତାକାଲି ସତର୍କ ରହିବାକୁ ପରାମର୍ଶ
ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପବନ ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି। ପବନର ବେଗ ୩୦-୪୦ କିମି ରହିବା ନେଇ ଆକଳନ। ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ।