Public App Logo
Jansamasya
News
Bjp
National
Police
Bihar
India
कांग्रेस
Gujarat
Accident
Congress
Modi
Delhi
Viral
मारपीट
Jharkhand
Breakingnews
Narendramodi
Nitishkumar
Madhya_pradesh
Nsui
Madhyapradesh
Pmmodi
Rahulgandhi
Uttarpradesh
Haryana
Cricket
Lucknow
Uttarakhand
Crimenews

ଧର୍ମଗଡ: ଧର୍ମଗଡ ରେ ବ୍ଲକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ

Dharamgarh, Kalahandi | Dec 10, 2025
ଧର୍ମଗଡ ବ୍ଲକ ଧର୍ମଗଡ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ରାଷ୍ଟୀୟ ଆବିଷ୍କାର ଅଭିଯାନ, ଇକୋ କ୍ଲବ, ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ମାନେ ଉପସ୍ଥିତ ହୋଇ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଆଧୁନିକ ଯୁଗ ରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ର ଅବଦାନ, ଅନୁସନ୍ଧିତ୍ସୁ ମନୋବୃତ୍ତିର ବିକାଶ, ବିଜ୍ଞାନ ପରୀକ୍ଷଣ ଓ ପର୍ଯ୍ୟବେକ୍ଷଣ ର ଉପାଦେୟତା ସମ୍ପର୍କ ରେ ବକ୍ତବ୍ୟ ପ୍ରଦାନ କରିଥିଲେ।

MORE NEWS