Public App Logo
Jansamasya
Bareilly
Bcci
Agra
Breaking
Aimim
Railway
Bsf
Fatehpur
Meerut
Raebareli
Kashmir
���ाकिस्तान
Trending
���िवाद
Bengal
���खिलेश
���ारतीय
���ोगी_आदित्यनाथ
Faridabad
Arvindkejriwal
Jajpur
���ोधपुर
Nagaur
Rahul
Indianews
New_delhi
Crpf
Viralvideo
Latestnews

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଗୀତଗୋବିନ୍ଦ ସଦନରେ ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ, ଯୋଗଦେଇଥିଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ

ଗୀତଗୋବିନ୍ଦ ସଦନରେ ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ, ଯୋଗଦେଇଥିଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ | ଆଜି 3.21ରେ ଗୀତଗୋବିନ୍ଦ ସଦନରେ ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ ରେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲୋକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ଯା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ଅବସରରେ ପରିବାର କଲ୍ୟାଣ, ମାନବାଧିକାର ଓ ନାରୀମାନଙ୍କ ସ୍ୱାସ୍ଥ୍ୟ ବିଷୟରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ପ୍ରଦାନ କରିଛନ୍ତି ।

MORE NEWS