ସଦର: ଆସନ୍ତାକାଲି କଳାହାଣ୍ଡି ଜିଲ୍ଲା କୁ ଘଡ଼ଘଡ଼ି ଏବଂ 30 ରୁ 40 କିଲୋମିଟର ପବନ ନେଇ ୟେଲୋ ୱାର୍ଣ୍ଣି ଜାରି
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି ଜିଲ୍ଲା କୁ ଘଡ଼ଘଡ଼ି ଏବଂ 30 ରୁ 40 କିଲୋମିଟର ପବନ ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏନେଇ ଆଜି ଅପରାହ୍ନ ଗୁଟେ ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ଆସନ୍ତାକାଲି ସକାଳ 8 ଟା 30 ମିନିଟ ପର୍ଯ୍ୟନ୍ତ ୟେଲୋ ୟାର୍ଣ୍ଣି ଜାରୀ କରାଯିବା ସହିତ ଘଡ଼ଘଡ଼ି ଏବଂ ପବନ 30 ରୁ 40 କିଲୋମିଟର ନେଇ ସତର୍କତା ଜାରି କରାଯାଇଛି