ରେଢାଖୋଲ: ରେଢାଖୋଲ ‘ଭୀମଭୋଇ ଲୋକ ମହୋତ୍ସବ’ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା
ରେଢାଖୋଲ ‘ଭୀମଭୋଇ ଲୋକ ମହୋତ୍ସବ’ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା ,ରେଢାଖୋଲର କଦମ୍ବ ପଡ଼ିଆରେ ଶନିବାର ସଂଧ୍ୟାରେ ଅନୁଷ୍ଠିତ ଭୀମଭୋଇ ଲୋକ ମହୋତ୍ସବ ର ତୃତୀୟ ସନ୍ଧ୍ୟାରେ ଭିଡିଓ ବାର୍ତ୍ତା ଜରିଆରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବାର୍ତ୍ତା ପ୍ରଦାନ କରିଛନ୍ତି । ‘ଭୀମଭୋଇ ଲୋକ ମହୋତ୍ସବ’ କେବଳ ସଂସ୍କୃତି ଓ ଲୋକକଳାର ମଞ୍ଚ ନୁହେଁ ବରଂ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଓ ପରିଚୟର ଏକ ଜ୍ୱଳନ୍ତ ପ୍ରତିବିମ୍ବ । ଏହି ଉଦ୍ୟମ ‘ଭୀମ ମଣ୍ଡଳୀ’ର ଗୌରବମୟ ଇତିହାସ ଏବଂ ସନ୍ଥ କବି ଭୀମ ଭୋଇଙ୍କ ସେହି ମହାନ ମାନବବାଦୀ ଚିନ୍ତାଧାରାକୁ ସାରା