ସଦର: ୬୯ ତମ ରାଜ୍ୟସ୍ତରୀୟ ବାଳିକା ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ,ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରେ
ଆଜି ୬୯ ତମ ରାଜ୍ୟସ୍ତରୀୟ ବାଳିକା ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରେ ୬୯ତମ ରାଜ୍ୟସ୍ତରୀୟ ୧୭ବର୍ଷରୁ କମ୍ ବାଳିକା ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ରାଜ୍ୟ ବିଦ୍ୟାଳୟ କ୍ରୀଡା ସମୂହ ଦ୍ଵାରା ପ୍ରସ୍ତୁତ ଏହି କାର୍ଯ୍ୟକ୍ରମକୁ କଳାହାଣ୍ଡି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆୟୋଜନ କରିଛନ୍ତି। କଳାହାଣ୍ଡି ଜିଲ୍ଲାପାଳ ସଚିନ୍ ପୱାର ପ୍ରକାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,