କେନ୍ଦୁଝର ସହର: ଶଙ୍କରପୁର ଠାରେ ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୫ ଅନୁଷ୍ଠିତ
ଶିଶୁ ଯତ୍ନ ଅନୁଷ୍ଠାନର ଅନ୍ତେବାସୀଙ୍କ ଲୁକ୍କାୟିତ ପ୍ରତିଭାକୁ ପରିସ୍ଫୁଟନ କରିବା ଲକ୍ଷ୍ୟ ନେଇ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, କେନ୍ଦୁଝର ତରଫରୁ ଜିଲ୍ଲାର ଶିଶୁ ଯତ୍ନ ଅନୁଷ୍ଠାନର ପିଲାଙ୍କୁ ନେଇ ସ୍ଥାନୀୟ ଶଙ୍କରପୁରସ୍ଥିତ ଧରଣୀଧର ସ୍ପୋର୍ଟ୍ସ କମ୍ପ୍ଲେକ୍ସଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ପ୍ରଶାସନ, କେନ୍ଦୁଝର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ ଓ ଉତ୍ସାହ ୨୦୨୫ଅନୁଷ୍ଠିତ ହୋଇଯାଇଛି।